• ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
  • ବିଭାଗ
    • ସଶକ୍ତିକରଣ
    • ଭିଡିଓ କାହାଣୀ
    • ପରିବେଶ
    • ସଂରକ୍ଷଣ
    • ଅସାଧାରଣ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
BRIGHT, BRAVE and BEAUTIFUL stories from Odisha
ଅସାଧାରଣ

ମିସନ ସ୍ମାଇଲ ଫର କ୍ୟାନ୍ସର ପେସେଣ୍ଟ

No Comments
September 12, 2022
2 Mins read
364 Views
harapriya-wig

ଆପଣମାନେ ନିଶ୍ଚୟ ଭଲ ଭାବରେ ଅବଗତ ଥିବେ ରକ୍ତ ଦାନ ,ଚକ୍ଷୁ ଦାନ, ଅଙ୍ଗ ଦାନ ବିଷୟରେ, କିନ୍ତୁ କେବେ ଶୁଣିଛନ୍ତି କି କେଶ ଦାନ ବିଷୟରେ ?! ଆଜ୍ଞା ହଁ କେଶ ଦାନ – ତା ପୁଣି ଗରିବ କ୍ୟାନ୍ସର ରୋଗୀମାନଙ୍କୁ ! ଏଇ କାମ କରି ଖୋର୍ଦ୍ଧା ଜିଲ୍ଲା, ଜଟଣୀ ବ୍ଲକ ଅନ୍ତର୍ଗତ ଛାଣଗଡ ଗାଁର ଜଣେ ସମାଜସେବୀ ହରପ୍ରିୟା ନାୟକ ଓ ତାଙ୍କ ଟିମ ଅବସାଦ ଗ୍ରସ୍ତ କ୍ୟାନ୍ସର ରୋଗୀଙ୍କୁ ବାଣ୍ଟିଛନ୍ତି କିଛି ନିଆରା ଖୁସି । ଏପରି ଉଦ୍ୟମର ନାମ ସେ ଦେଇଛନ୍ତି ‘ ମିସନ ସ୍ମାଇଲ ଫର କ୍ୟାନ୍ସର  ପେସେଣ୍ଟ’ ।

୨୦୧୫ ରେ ହରପ୍ରିୟାଙ୍କ ଉଦ୍ୟମରେ ଗଢି ଊଠିଥିଲା  ଶୋଭା ଟ୍ରଷ୍ଟ ନାମକ ସ୍ଵେଚ୍ଛାସେବୀ ଅନୁଷ୍ଠାନ ।  ରକ୍ତଦାନ, ପ୍ଳାଜମାଦାନ, ନାରୀ ସଶକ୍ତିକରଣ, ନାରୀ ପରିଷ୍କାର ଓ ପରିଛନ୍ନତା, ବୃକ୍ଷରୋପଣ, କୋଭିଡ କାଳ ରେ ଖାଦ୍ୟ ବଣ୍ଟନ, ସ୍ଵଚ୍ଛ ଭାରତ ମିସନ ଆଦି ଅନେକ ସମାଜ ମଙ୍ଗଳ କାମରେ ସବୁବେଳେ ତତ୍ପର ହରିପ୍ରିୟାଙ୍କର ଏଇ ଶୋଭା ।

ଗତବର୍ଷ ଡିସେମ୍ବର ୨୦୨୧ ରେ ପ୍ରାରମ୍ଭ କରି ଥିଲେ । ତେବେ ୨୦୧୦ ରୁ ଲୋକ ଗରିବ ଏବଂ ପୀଡିତଙ୍କ ମଙ୍ଗଳ ପାଇଁ କମ କରୁଥିବା ହରପ୍ରିୟା ଯେବେ କେନ୍ସର ରୋଗୀଙ୍କ ପୀଡା ବିଷୟ ରେ ଜାଣିଳେ ସେ ତାଙ୍କ ସାହାଜ୍ଯ କରିବା ହେତୁ ମନୋସ୍ତ କଲେ। କେମୋଥେରାପି ଚିକିତ୍ସା ସମୟରେ କେଶ ଝଡିବା ସ୍ଵାଭାବିକ । କିନ୍ତୁ ଏଇ ସମସ୍ଯା ରୋଗୀଙ୍କ ଜୀବନର ଆତ୍ମବିଶ୍ଵାସ ଭାଙ୍ଗି ଦେଇ ଥାଏ । ଏଇ ସମସ୍ୟାର ନିବାରଣ ପାଇଁ ହରପ୍ରିୟା ପ୍ରଥମ ଥର ମଦତ ଚାରିଟେବଳ ଟ୍ରସ୍ଟ ସାହାଜ୍ଯ ପାଇ ନିଜ କେଶ ମୁମ୍ବାଇ ସ୍ଥିତ ଟାଟା ମେମୋରିଆଲ କେନ୍ସର ହୋସପିଟାଲ ର ଜଣେ ରୋଗୀଙ୍କୁ ଦାନ କରି ଥିଲୀ ।

“ମୁଁ ସଦବଲେ ଭାବେ ଯେ ଯଦି ମୁଁ ଆଜି କାହାର ସାହାଜ୍ଯ କରୁଛି, ତ ମୋ ଅସୁବିଧା ସମଯରେ ଭଗବାନ ମତେ ସାହାଯ୍ୟ କରିବେ । ମୋ ଦ୍ଵାରା ଦାନ କରା ଯାଇଥିବା ୱୀଗ ଫାଇଲ ପର ର ତାଙ୍କର ଆଖିର ଖୁସି ମତେ ଅତ୍ୟନ୍ତ ସନ୍ତୋଷ ଦେଇଥାଏ ।”

ସେ ପ୍ରଥମ ଦାନ ତାଙ୍କୁ ପ୍ରେରଣା ଦେଲା ଆଉ ଲୋକମାନଙ୍କୁ ତାଙ୍କ ଉଦ୍ୟମରେ ଯୋଗ ଦେବାକୁ । ସେ ଲୋକମାନଙ୍କୁ ବୁଝେଇଲେ କି ପରି ସେ ମାନେ ବି ନିଯ କେଶ ନ ଫିଙ୍ଗି, ତାଙ୍କୁ ଦାନ କରିବେ। ତାଙ୍କର ଯେ ଛୋଟିଆ ଦାନଟିଏ କି ପରି ଗାରିବା ପୀଡିତ କେନସାର ଯୋଦ୍ଧାଙ୍କ ଜୀବନରେ କିଛିଟା ପରିବର୍ତନ ଆଣି ପାରିବେ, ତାହା ବିଷୟରେ ଲୋକ ମାନଙ୍କୁ ଅବଗତ କଲେ। ଧୀରେ ଧୀରେ ଲୋକମାନେ ଆଗକୁ ବଢିକି ତାଙ୍କ ଉଦ୍ୟମ ରେ ଯୋଗ ଦେଲେ।  ଏବେ ସୁଧା ୧୨ ଜଣ ଡ଼ୋନାର୍ସ  ତାଙ୍କ ଶୋଭା ସଂସ୍ଥା ଦ୍ଵାରା କେନ୍ସର ରୋଗୀ ମାନଙ୍କ ଜୀବନରେ ଖୁଶି ଓ ଆତ୍ମବିଶ୍ଵାସ ଦୃଢ କରିପାରିଛନ୍ତି ।

“ଇଚ୍ଛୁକ ଡ଼ୋନାର୍ସ ମାନଠୁ ଆମେ କମଠୁ କମ ୧୨ ଇଞ୍ଚ କେଶ ନେଇ ୱୀଗ ମେକିଂଗ ସଂସ୍ଥାକୁ ଦେଇ ଦଉ। ତେବେ ଗରିବ କେନସର ରୋଗୀଙ୍କୁ ଇଛାନୁସାରେ ଆମେ ତାଙ୍କୁ ୱୀଗ ଯୋଗାଉ ।  ମୁଁ ଖୁସି ଯେ ମୋ ପରିବାର ମତେ ସବୁ ଉଦ୍ୟମରେ ପ୍ରେରଣା ଦଉଛନ୍ତି। ମୁ ଆଶା କରୁଛି ଗୋଟେ ଦିନ ପୁରା ଓଡିଶା ରେ ଆମର କେଶ ଦାନ ମିସନ ଲୋକ ମାନାଁକୁ ପ୍ରେରଣା ଦବ ଏବଂ ରକତଦାନ ପରି କେଶଦାନ ପାଇ ବ ଲୋକ ମାନେ ସଚେତନ ହେବେ ।”

ତାଙ୍କ ଏଇ ସବୁ କାମ ପାଇଁ ସେ ପାଇଞ୍ଚନ୍ତି ଯଥେଷ୍ଟ ଲୋକ ମାନଙ୍କ ଭଲ ପାଇବା ଏବଂ ସମ୍ମାନ।

Shares
Write Comment
Leave a Reply Cancel reply

Your email address will not be published. Required fields are marked *

Previous Post

ହେନ୍ତାଳ ମାନବ ହେମନ୍ତ

Next Post

ସେବା, ସାଧନା ଓ ସମର୍ପଣର ମୂର୍ତ୍ତି – ମୀନାରାଣୀ

You might also like
ramjit-sanali-digitization
ଅସାଧାରଣ

ସାନ୍ତାଳି ଭାଷାର ଡିଜିଟାଇଜେସନରେ ସମର୍ପିତ ରାମଜିତ

3 Mins read
October 22, 2024

ଭାଷା କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ; ଏହା ସଂସ୍କୃତି, ଆବେଗ, ଏବଂ ସାମୁଦାୟିକ ଇତିହାସର ମଧ୍ୟ ବାହକ। କିନ୍ତୁ କାଳଗର୍ଭରେ ଅନେକ ପୁରାତନ ଜନଜାତିଙ୍କ ଭାଷା ଧୀରେ ଧୀରେ ବିଲୁପ୍ତ ହେବାକୁ ଲାଗିଛି, ସେଥିପାଇଁ ସେଗୁଡ଼ିକୁ ସୁରକ୍ଷିତ ରଖିବାର ଆବଶ୍ୟକତା ବଢିଛି । ଏହାର ଗୁରୁତ୍ୱକୁ ଉପଲବ୍ଧି କରିପାରି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ଗୋବିନ୍ଦପୁରର ୨୮ ବର୍ଷୀୟ ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର ରାମଜିତ ଟୁଡୁ ସାନ୍ତାଳି ଭାଷାକୁ ଡିଜିଟାଲ୍ ଯୁଗରେ ମଧ୍ୟ ବଂଚାଇ ରଖିବା ପାଇଁ …

gadget
ଅସାଧାରଣ

ଉଦ୍ଭାବନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରିବାର ସଙ୍କଳ୍ପ ନେଇଛନ୍ତି ଆଶିଷ

1 Min read
October 8, 2024

ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ । ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍‌କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ । ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍‌ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି । ୪୬ ବର୍ଷ ବୟଷ୍କ ଆଶିଷ ମାହାନା  ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍  କରିବା ସହ ଟେଲି କମ୍ୟୁନିକେସନ୍‌, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍‌ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।   ୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି । ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍‌ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍‌ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍‌ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍‌ଡ଼ୋର୍‌ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ  ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ । ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍  ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି । ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।   ୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।  

kamala-pujari
ଅସାଧାରଣ

ଜୈବିକ କୃଷିରେ ଅବଦାନ ପାଇଁ ସର୍ବଦା ମନେ ରହିବେ କମଳା ପୂଜାରୀ

3 Mins read
July 27, 2024

୨୦ ଜୁଲାଇ ୨୦୨୪ , ୭୬ ବର୍ଷର ଘଟଣା ବହୁଳ ଜୀବନଯାତ୍ରା ସାରି କମଳା ମା’ ଚାଲିଗଲେ ଆରପାରିକୁ, କିନ୍ତୁ ପଛରେ ଛାଡି ଦେଇଯାଇଛନ୍ତି ଜୈବିକ କୃଷିକୁ ନେଇ ଭବିଷ୍ୟତ ପିଢୀ ପାଇଁ ଅଜସ୍ର ପ୍ରେରଣା । ତାଙ୍କ ଗ୍ରାମ ପାତ୍ରପୁଟ ଆଜି ନିରବି ଯାଇଛି । ତାଙ୍କ ବିୟୋଗରେ ଗ୍ରାମବାସୀ କାନ୍ଦି ଉଠିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ବୟସାଧିକ କାରଣରୁ କିଡନୀ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ …

As DAMaN (an odia featured movie) is outpacing the As DAMaN (an odia featured movie) is outpacing the state's boundary and touching everyone's heart with its fresh yet down-to-earth content, Inspiring Odisha is admirably doing some effort to focus on the brain behind it.Meet Debi Prasad Lenka, the movie director, and writer who showed the guts to experiment with something new in odia regional cinema and set an example for everyone.This new series of INSPIRING, TALKS will narrate the inspiring journey of this young director and what other aspirants can learn from his experience!Stay tuned... Tap the link.https://www.youtube.com/watch?v=_gUgr_dedKw#debiprasadlenka #damanmovie #VishalMourya #PresidentOfIndia #NarendraModi #CMOdisha #ollywoodindustry #ftii #babushanmohanty #dependrasamal #odiacinema
Blindness is not an inefficacy. This fact is prove Blindness is not an inefficacy. This fact is proven by 23-year-old Soundarya Kumar Pradhan of Boden in the Sambalpur district of Odisha over and over again in his life. This international chess player withstood each obstacle with courage and excelled both in his academics and career with shining colors.Learn more about this young talent of Odisha. Click the link below: Soundarya Pradhan Prachurya PradhanPM Narendra Modi Naveen Patnaik #vishwanathananad #sportsministryofindiaLink to the whole story: https://inspiringodisha.com/blind-chess-player-soundarya/
Madhusmita Prusty since the advent of the pandemic Madhusmita Prusty since the advent of the pandemic has been performing the last rites of unclaimed dead bodies, especially COVID-19 patients tirelessly. According to her, the funeral is the noblest work a person can do that brings merit for the afterlife. Read what inspired her to opt for a distinct profession.https://inspiringodisha.com/last-comrade-of-unclaimed-souls/
"The Bloodman of Odisha" Dhirendra Thakur of Bhuba "The Bloodman of Odisha"Dhirendra Thakur of Bhubaneswar is saving people's lives irrespective of time and place. He not only donates blood but avails all kinds of possible help to the needy 24x7. His selfless effort is really an inspiration for all of us.😇#DOANTEBLOODSAVELIFE https://inspiringodisha.com/blood-man-of-odisha/
During the time of the test, one has to choose bet During the time of the test, one has to choose between running away or facing it. Puja and Ambuja faced the nadir in their life with great courage that came in disguise of covid-19, won, and were gifted with a sweet daughter. Here is the story of their benevolence and dare.click here⬇️⬇️https://inspiringodisha.com/battled-covid-to-be-a-mother/
A doctor of VIMSAR is consulting and prescribing m A doctor of VIMSAR is consulting and prescribing medicine to poor patients at just Rs 1 in his '1 rupee clinic' in Burla in the Bargarh district of Odisha. Amongst several philanthropic works, Dr Shankar Ramchandani has also adopted 53 families and taken care of their education and health.Read more about this doctor b clicking the link below.,#1RupeeClinic #drshankarramchandani #VIMSAR #FreeMedicalService #PMOIndia #CMOdisha #healthministerofindiahttps://inspiringodisha.com/a-doctor-who-takes-only-1-rupee-fee/
Follow on Instagram
A Positive Media Movement by Lighthouse
BRIGHT, BRAVE and BEAUTIFUL stories from Odisha
  • Home
  • About
  • Contact
BRIGHT, BRAVE and BEAUTIFUL stories from Odisha
  • Home
  • ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଆମ ବିଷୟରେ ଜାଣନ୍ତୁ
  • ଯୋଗାଯୋଗ
Switch Language
  • English
  • ଓଡ଼ିଆ
Our site uses cookies. Learn more about our use of cookies: cookie policy
I accept use of cookies